Genesis 36:30 — Compare Translations

5 translations compared side by side

Odia - 1840
"ଦିଶୋନ୍ ଏତ୍ସର୍ ଓ ଦୀଶନ୍, ଏମାନେ ଥିଲେ ଏଦୋମର ସଯେୀର ଦେଶର ହୋରୀଯ ବଂଶଜ ରାଜା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ରାଜା ଦିଶୋନ୍ ଓ ରାଜା ଏତ୍ସର୍ ଓ ରାଜା ଦୀଶନ୍ । ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦିଶୋନ୍, ଏତ୍ସର୍ ଓ ଦୀଶନ୍, ଏମାନେ ଥିଲେ ଏଦୋମର ସେୟୀର ଦେଶର ହୋରୀୟ ବଂଶଜ ରାଜା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ରାଜା ଦିଶୋନ୍‍ ଓ ରାଜା ଏତ୍ସର ଓ ରାଜା ଦୀଶନ୍‍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଓ ରାଜା ଦିଶୋନ୍‍ ଓ ରାଜା ଏତ୍ସର ଓ ରାଜା ଦୀଶନ୍‍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ।