Genesis 36:31 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜତ୍ବ କରିବା ପୂର୍ବରୁ, ସହେି ସମୟରେ ଇଦୋମ ରେ ରାଜାମାନେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ଵ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବରୁ, ସେହି ସମୟରେ ଇଦୋମରେ ରାଜାମାନେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ।