Genesis 36:33 — Compare Translations

5 translations compared side by side

Odia - 1840
"ଏବଂ ଯେତବେେଳେ ବଲୋ ମରିଗଲା, ୟୋବୁବ୍ ଏବଂ ସରହରେ ପୁତ୍ର, ତାଙ୍କ ପରେ ବସ୍ରା ରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ରାଜତ୍ଵ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ବେଲା ମରିଗଲା, ସେରହର ପୁତ୍ର ଯୋବବ୍, ତାଙ୍କ ପରେ ବସ୍ରାରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ରାଜତ୍ୱ କଲା।
Odia IRV 2017 (ଓଡିଆ ବାଇବେଲ)
ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ରାଜତ୍ୱ କଲା।

Recommended Reading