Genesis 36:34 — Compare Translations

5 translations compared side by side

Odia - 1840
"ଯେତବେେଳେ ୟୋବବର ମୃତ୍ଯୁ ହେଲା। ତା'ପରେ ତୈମନ ଦେଶୀଯ ହୂଶମ୍ ସହେି ପଦ ରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋବବ୍ର ମରଣ ଉତ୍ତାରେ ତୈମନଦେଶୀୟ ହୂଶମ୍ ତାହା ପଦରେ ରାଜତ୍ଵ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯୋବବର ମୃତ୍ୟୁ ହେଲା। ତା’ପରେ ତୈମନ ଦେଶୀୟ ହୂଶମ୍ ସେହି ପଦରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋବବ୍‍ର ମରଣ ଉତ୍ତାରେ ତୈମନ୍‍ ଦେଶୀୟ ହୂଶମ୍‍ ତାହା ପଦରେ ରାଜତ୍ୱ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋବବ୍‍ର ମରଣ ଉତ୍ତାରେ ତୈମନ୍‍ଦେଶୀୟ ହୂଶମ୍‍ ତାହା ପଦରେ ରାଜତ୍ୱ କଲା।