Genesis 36:35 — Compare Translations
5 translations compared side by side
Odia - 1840
"ଯେତବେେଳେ ହୂଶମ ମୃତ୍ଯୁବରଣ କଲେ, ସଠାେରେ ହଦଦ୍ ରାଜତ୍ଯ କଲେ। ହଦଦ୍ ଥିଲେ ବଦଦର ପୁତ୍ର ହଦଦ୍ ମାଯାେବଠା ରେ ମିଦିଯନକୁ ଜଯ କଲେ। ହଦଦ୍ର ରାଜଧାନୀ ଥିଲା ଅବୀତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୂଶମର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ଅବୀତ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ହୂଶମ ମୃତ୍ୟୁବରଣ କଲେ, ସେଠାରେ ହଦଦ୍ ରାଜତ୍ୱ କଲେ। ହଦଦ୍ ଥିଲେ ବଦଦର ପୁତ୍ର, ହଦଦ୍ ମୋୟାବଠାରେ ମିଦିୟନକୁ ଜୟ କଲେ। ହଦଦ୍ର ରାଜଧାନୀ ଥିଲା ଅବୀତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୂଶମ୍ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍।
Odia IRV 2017 (ଓଡିଆ ବାଇବେଲ)
ହୂଶମ୍ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍।