Genesis 36:37 — Compare Translations

5 translations compared side by side

Odia - 1840
"ଏହାପରେ ସମ୍ଲର ମୃତ୍ଯୁପରେ ଫରାତ୍ ନଦୀ ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦ ରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ଵ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସମ୍ଳର ମୃତ୍ୟୁପରେ ଫରାତ୍ ନଦୀ ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍‍) ନଦୀର ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍‍) ନଦୀର ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା।