Genesis 36:38 — Compare Translations
5 translations compared side by side
Odia - 1840
"ଶୌଲର ମୃତ୍ଯୁପରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦ ରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୌଲର ମରଣ ଉତ୍ତାରେ, ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦରେ ରାଜତ୍ଵ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶୌଲର ମୃତ୍ୟୁପରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୌଲର ମରଣ ଉତ୍ତାରେ, ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦରେ ରାଜତ୍ୱ କଲା।
Odia IRV 2017 (ଓଡିଆ ବାଇବେଲ)
ଶୌଲର ମରଣ ଉତ୍ତାରେ, ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦରେ ରାଜତ୍ୱ କଲା।