Genesis 36:39 — Compare Translations
5 translations compared side by side
Odia - 1840
"ଏହାପରେ ଅକ୍ବୋରର ପୁତ୍ର ବାଲ୍ହାନନ୍ର ମୃତ୍ଯୁପରେ ହଦର ତାହା ପଦ ରେ ରାଜତ୍ବ କଲେ। ତାଙ୍କର ରାଜଧାନୀର ନାମ ପାଉ ଓ ତା'ର ସ୍ତ୍ରୀର ନାମ ମ ହଟେବେଲ୍ ଥିଲା। ସେ ଥିଲେ ମଟ୍ ରଦେର ପୁତ୍ରୀ ଓ ମଷୋହବର ପୌତ୍ରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅକ୍ବୋରର ପୁତ୍ର ବାଲହାନନର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅକ୍ବୋରର ପୁତ୍ର ବାଲ୍ହାନନ୍ର ମୃତ୍ୟୁପରେ ହଦର ତାହା ପଦରେ ରାଜତ୍ୱ କଲେ। ତାଙ୍କର ରାଜଧାନୀର ନାମ ପାଉ ଓ ତା’ର ସ୍ତ୍ରୀର ନାମ ମହେଟବେଲ୍ ଥିଲା। ସେ ଥିଲେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅକ୍ବୋରର ପୁତ୍ର ବାଲ୍ହାନନ୍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅକ୍ବୋରର ପୁତ୍ର ବାଲ୍ହାନନ୍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।