Genesis 36:4 — Compare Translations
5 translations compared side by side
Odia - 1840
"ଏହାପରେ ଏଷୌର ଔରସ ରେ ଆଦା ଇଲୀଫସକୁ ଓ ବାସମତ୍ ରୂଯଲକେୁ ଜନ୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଏଷୌର ଔରସରେ ଆଦା ଇଲୀଫସକୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏଷୌର ଔରସରେ ଆଦା ଇଲୀଫସକୁ ଓ ବାସମତ୍ ରୂୟେଲକୁ ଜନ୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍କୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍କୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ।