Genesis 36:40 — Compare Translations

5 translations compared side by side

Odia - 1840
"ଏଷୌ ଠାରୁ ଉତ୍ପନ୍ନ ପୁଣି ଗୋଷ୍ଠୀ, ସ୍ଥାନ ଓ ନାମ ଭଦୋନୁସା ରେ ଯେଉଁ ରାଜାମାନେ ଥିଲେ, ସମାନେେ ହେଲେ ।ମୂଖ୍ଯ ତିମ୍ଲ, ମୂଖ୍ଯ ଅଳ୍ବା ଓ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷୌଠାରୁ ଉତ୍ପନ୍ନ, ପୁଣି ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍ବା ଓ ରାଜା ଯିଥେତ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌଠାରୁ ଉତ୍ପନ୍ନ ପୁଣି ଗୋଷ୍ଠୀ, ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ରାଜାମାନେ ଥିଲେ, ସେମାନେ ହେଲେ: ମୂଖ୍ୟ ତିମ୍ନା, ମୂଖ୍ୟ ଅ‌ଳ୍‌ବା ଓ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍‍ବା ଓ ରାଜା ଯିଥେତ୍‍।
Odia IRV 2017 (ଓଡିଆ ବାଇବେଲ)
ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍‍ବା ଓ ରାଜା ଯିଥେତ୍‍।