Genesis 36:43 — Compare Translations

5 translations compared side by side

Odia - 1840
"ମୂଖ୍ଯ ମିବ୍ସର, ମୂଖ୍ଯ ମଗ୍ଦୀଯଲେ, ମୂଖ୍ଯ ଈରମ୍, ଏମାନେ ନିଜ ନିଜ ଅଧିକୃତ ଦେଶ ରେ ବସତି ସ୍ଥାନାନୁସା ରେ ଇଦୋମର ମୂଖ୍ଯ ଗଣ ତାଲିକା ଅନୁସାରେ ଥିଲେ। ଇଦୋମୀଯମାନଙ୍କ ଆଦିପୁରୁଷ ଏଷୌର ବଂଶ ଏହିପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ । ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତା; ସମାପ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ମୂଖ୍ୟ ମି‌ବ୍‌ସର, ମୂଖ୍ୟ ମ‌ଗ୍‌ଦୀୟେଲ, ମୂଖ୍ୟ ଈରମ୍, ଏମାନେ ନିଜ ନିଜ ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ମୂଖ୍ୟଗଣ ତାଲିକା ଅନୁସାରେ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବଂଶ ଏହିପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ରାଜା ମଗ୍‍ଦୀୟେଲ ଓ ରାଜା ଈରମ୍‍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ।
Odia IRV 2017 (ଓଡିଆ ବାଇବେଲ)
ଓ ରାଜା ମଗ୍‍ଦୀୟେଲ ଓ ରାଜା ଈରମ୍‍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ।