Genesis 36:5 — Compare Translations

5 translations compared side by side

Odia - 1840
"ଏବଂ ଅହଲୀବାମାର ତିନି ପୁତ୍ର ଥିଲେ। ସମାନେେ ହେଲେ, ୟିଯୂଶ, ୟାଲମ ଓ କୋରହ। ଏମାନେ ସମସ୍ତେ କିଣାନ ଦେଶ ରେ ଜନ୍ମ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅହଲୀବାମା, ଯିୟୂଶ, ଯାଲମ୍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଅହଲୀବାମାର ତିନି ପୁତ୍ର ଥିଲେ। ସେମାନେ ହେଲେ, ଯିୟୁଶ, ଯାଲମ ଓ କୋରହ। ଏମାନେ ସମସ୍ତେ କିଣାନ ଦେଶରେ ଜନ୍ମ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅହଲୀବାମା, ଯିୟୂଶ୍‍, ଯାଲମ୍‍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଅହଲୀବାମା, ଯିୟୂଶ୍‍, ଯାଲମ୍‍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।