Genesis 36:7 — Compare Translations
4 translations compared side by side
Odia - 1840
"ଏଷୌ ତା'ର ସ୍ତ୍ରୀମାନଙ୍କୁ, ପୁତ୍ରମାନଙ୍କୁ, ଝିଅମାନଙ୍କୁ, ସମସ୍ତ ଦାସଦାସୀମାନଙ୍କୁ, ଗାଈ ଏବଂ ସମସ୍ତ ପଶୁମାନଙ୍କୁ ଏବଂ ତା'ର ଧନ ସମ୍ପତ୍ତି ଥିଲା ତାକୁ ଧରି ସଯେୀର ପର୍ବତ ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି ସେମାନଙ୍କର ପଶ୍ଵାଦି ହେତୁରୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।