Genesis 36:8 — Compare Translations

5 translations compared side by side

Odia - 1840
"ଏଷୌ ମଧ୍ଯ ଇଦୋମ ନାମ ରେ ଡ଼କା ଯାଉଥିଲା। ଏବଂ ଏହିନାମ ସଯେୀର ରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌ ମଧ୍ୟ ଇଦୋମ ନାମରେ ଡକା ଯାଉଥିଲେ। ଏବଂ ଏହି ନାମ ସେୟୀରରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍‍।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍‍।