Genesis 37:1 — Compare Translations

5 translations compared side by side

Odia - 1840
"ଯାକୁବ କିଣାନ ଦେଶ ରେ ବାସ କଲେ। ଯେଉଁ ସ୍ଥାନ ରେ ତାଙ୍କର ପିତା ବାସ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯାକୁବ ଆପଣା ପିତାର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱପ୍ନ ବିଳାଷୀ ଯୋଷେଫ ଯାକୁବ କିଣାନ ଦେଶରେ ବାସ କଲେ, ଯେଉଁ ସ୍ଥାନରେ ତାଙ୍କର ପିତା ବାସ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।