Genesis 37:10 — Compare Translations
5 translations compared side by side
Odia - 1840
"ଯୋଷଫେ ତାଙ୍କର ସହେି ସ୍ବପ୍ନର କଥା ତାଙ୍କ ପିତାଙ୍କୁ ମଧ୍ଯ ଜଣାଇଲେ। କିନ୍ତୁ ତାଙ୍କର ପିତା ତାଙ୍କୁ ଗାଳି ଦେଲେ। ତାଙ୍କର ପିତା ତାଙ୍କୁ କହିଲେ, ଏ କି ପ୍ରକାର ସ୍ବପ୍ନ? ତୁ କ'ଣ ଭାବୁଛି ମୁଁ ତୋର ମା ଏବଂ ତୋର ଭାଇମାନେ ତୋତେ ପ୍ରଣାମ କରିବାକୁ ଆସିବୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, ତୁ ଏ କି ପ୍ରକାର ସ୍ଵପ୍ଵ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ସେହି ସ୍ୱପ୍ନର କଥା ତାଙ୍କ ପିତାଙ୍କୁ ମଧ୍ୟ ଜଣାଇଲେ। କିନ୍ତୁ ତାଙ୍କର ପିତା ତାଙ୍କୁ ଗାଳି ଦେଲେ। ତାଙ୍କର ପିତା ତାଙ୍କୁ କହିଲେ, “ଏ କି ପ୍ରକାର ସ୍ୱପ୍ନ? ତୁ କ’ଣ ଭାବୁଛୁ ମୁଁ, ତୋର ମା ଏବଂ ତୋର ଭାଇମାନେ ତୋତେ ପ୍ରଣାମ କରିବାକୁ ଆସିବୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ୱ ଦେଖିଲୁ? ମୁଁ ଓ ତୋ’ ମାତା ଓ ତୋ’ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”