Genesis 37:12 — Compare Translations

5 translations compared side by side

Odia - 1840
"ଦିନେ ଯୋଷଫେର ଭାଇମାନେ ଶିଖିମକୁ ତାଙ୍କର ପିତାଙ୍କର ପଶୁ ପଲ ଚରାଇବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦନନ୍ତର ତାହାର ଭ୍ରାତୃଗଣ ପିତାର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ଯୋଷେଫଙ୍କର ଭାଇମାନେ ଶିଖିମକୁ ତାଙ୍କର ପିତାଙ୍କର ପଶୁ ପଲ ଚରାଇବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ
Odia IRV 2017 (ଓଡିଆ ବାଇବେଲ)
ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ