Genesis 37:13 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଯୋଷଫେକୁ କହିଲେ, ଶିଖିମକୁ ୟାଅ। ତୁମ୍ଭର ଭାଇମାନେ ସଠାେରେ ମେଣ୍ଢା ରଖୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ଯୋଷେଫକୁ କହିଲେ, ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି; ତହିଁରେ ସେ କହିଲା, ଦେଖନ୍ତୁ, ମୁଁ ଉପସ୍ଥିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଶିଖିମକୁ ଯାଅ। ତୁମ୍ଭର ଭାଇମାନେ ସେଠାରେ ମେଣ୍ଢା ଚରାଉଛନ୍ତି।” ଯୋଷେଫ ଉତ୍ତର ଦେଲେ, “ମୁଁ ସେଠାକୁ ଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି?” ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି; ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”