Genesis 37:14 — Compare Translations

5 translations compared side by side

Odia - 1840
"ଯୋଷଫେର ପିତା କହିଲେ, ୟାଇ ଦେଖ ତୁମ୍ଭର ଭାଇମାନେ ଏବଂ ପଲସବୁ କିପରି ଅଛନ୍ତି। ତା' ହେଲେ ଫରେିଆସ ଏବଂ ମାେତେ କୁହ। ତେଣୁ ଯୋଷଫେର ପିତା ତାଙ୍କୁ ହିବ୍ରୋଣର ଶିଖିମ ଉପତ୍ୟକାକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ରାଏଲ ତାହାକୁ କହିଲେ, ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ଵାଦ ଆଣ । ଏହି ରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କର ପିତା କହିଲେ, “ଯାଇ ଦେଖ ତୁମ୍ଭର ଭାଇମାନେ ଏବଂ ପଲ ସବୁ କିପରି ଅଛନ୍ତି।” ତା’ପରେ ଫେରି ଆସ ଏବଂ ମୋତେ କୁହ। ତେଣୁ ଯୋଷେଫଙ୍କର ପିତା ତାଙ୍କୁ ହିବ୍ରୋଣର ଶିଖିମ ଉପତ୍ୟକାକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋ’ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।