Genesis 37:15 — Compare Translations
5 translations compared side by side
Odia - 1840
"ଶିଖିମଠା ରେ ଯୋଷଫେ ଏଣେ ତଣେେ କ୍ଷେତ୍ର ମଧିଅରେ ବୁଲୁ ଥିବାର ଜଣେ ବ୍ଯକ୍ତି ଦେଖିଲେ। ସହେି ଲୋକଟି ପଚାରିଲା, ତୁମ୍ଭେ ଏଠା ରେ କଣ ଖୋଜୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, ତୁମ୍ଭେ କଅଣ ଖୋଜୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଶିଖିମଠାରେ ଯୋଷେଫ ଏଣେ ତେଣେ କ୍ଷେତ୍ର ମଧ୍ୟରେ ବୁଲୁଥିବାର ଜଣେ ବ୍ୟକ୍ତି ଦେଖିଲେ। ସେହି ଲୋକଟି ପଗ୍ଭରିଲା, “ତୁମ୍ଭେ ଏଠାରେ କ’ଣ ଖୋଜୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”