Genesis 37:16 — Compare Translations

5 translations compared side by side

Odia - 1840
"ଯୋଷଫେ ଉତ୍ତର ଦଲୋ, ମୁଁ ମାରେ ଭାଇମାନଙ୍କୁ ଖୋଜୁଛି। ଦୟାକରି କହିବେ କି ସମାନେେ ପଶୁପଲଙ୍କ ସହିତ କେଉଁଠା ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲା, ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଉତ୍ତର ଦେଲେ, “ମୁଁ ମୋର ଭାଇମାନଙ୍କୁ ଖୋଜୁଛି। ଦୟାକରି କହିବେ କି ସେମାନେ ପଶୁପଲଙ୍କ ସହିତ କେଉଁଠାରେ ଅଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
Odia IRV 2017 (ଓଡିଆ ବାଇବେଲ)
ସେ କହିଲା, “ମୋ’ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”

Recommended Reading