Genesis 37:17 — Compare Translations

5 translations compared side by side

Odia - 1840
"ଏହାପରେ ସହେି ଲୋକଟି କହିଲା. ସମାନେେ ଏଠାରୁ ଚାଲି ଗଲଣେି। ସମାନେେ କହୁଥିବାର ମୁଁ ଶୁଣିଛି, ଆସ ଦୋଥାନକୁ ୟିବା। ତେଣୁ ଯୋଷଫେ ତାଙ୍କର ଭାଇମାନଙ୍କୁ ଅନୁସରଣ କରି ଦୋଥନ ରେ ୟାଇ ସମାନଙ୍କେୁ ସାକ୍ଷାତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମନୁଷ୍ୟ କହିଲା, ସେମାନେ ଏଠାରୁ ଯାଇଛନ୍ତି; କାରଣ ମୁଁ ଶୁଣିଥିଲି, ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ । ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ଲୋକଟି କହିଲା. “ସେମାନେ ଏଠାରୁ ଗ୍ଭଲିଗଲେଣି। ସେମାନେ କହୁଥିବାର ମୁଁ ଶୁଣିଛି, ଆସ ଦୋଥନକୁ ଯିବା।” ତେଣୁ ଯୋଷେଫ ତାଙ୍କର ଭାଇମାନଙ୍କୁ ଅନୁସରଣ କରି ଦୋଥନରେ ଯାଇ ସେମାନଙ୍କୁ ସାକ୍ଷାତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।
Odia IRV 2017 (ଓଡିଆ ବାଇବେଲ)
ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଛନ୍ତି; କାରଣ ମୁଁ ଶୁଣିଥିଲି, ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।