Genesis 37:18 — Compare Translations
5 translations compared side by side
Odia - 1840
"ଯୋଷଫେର ଭାଇମାନେ ଦୂରରୁ ଦେଖିଲେ ଯେ, ସେ ଆସୁଛି। ଏବଂ ସେ ପହଞ୍ଚିଲା ପୂର୍ବରୁ ସମାନେେ ତାକୁ ହତ୍ଯା କରିବାକୁ ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି ସେ ସେମାନଙ୍କ ନିକଟରେ ପହୁଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କୁ କ୍ରୀତଦାସ ରୂପେ ବିକ୍ରୀ ଯୋଷେଫଙ୍କର ଭାଇମାନେ ଦୂରରୁ ଦେଖିଲେ ଯେ, ସେ ଆସୁଛି। ଏବଂ ସେ ପହଞ୍ଚିବା ପୂର୍ବରୁ ସେମାନେ ତାକୁ ହତ୍ୟା କରିବାକୁ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।