Genesis 37:19 — Compare Translations
5 translations compared side by side
Odia - 1840
"ଭାଇମାନେ ପରସ୍ପର କୁହା କୁହି ହେଲେ, ହଇେ ଦେଖ, ସ୍ବପ୍ନ ଦର୍ଶକ ଯୋଷଫେ ଆସୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଏକ ଆରେକକୁ କହିଲେ, ଏହି ଦେଖ, ସ୍ଵପ୍ନଦର୍ଶକ ମହାଶୟ ଆସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇମାନେ ପରସ୍ପର କୁହା କୁହି ହେଲେ, “ହେଇ ଦେଖ, ସ୍ୱପ୍ନ ଦର୍ଶକ ଯୋଷେଫ ଆସୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଏକ ଆରେକକୁ କହିଲେ,” ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।