Genesis 37:20 — Compare Translations
5 translations compared side by side
Odia - 1840
"ଆସ ତାକୁ ହତ୍ଯାକରିବା ଏବଂ ଶୁଷ୍କ କୂଅ ରେ ପକାଇ ଦବୋ। ଆମ୍ଭେ ଆମ୍ଭର ପିତାଙ୍କୁ କହିବା ଯେ ତାକୁ ଏକ ହିଂସ୍ର ଜନ୍ତୁ ଖାଇ ଗଲା। ତା'ପରେ ଦେଖିବା ତା'ର ସ୍ବପ୍ନର କ'ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା; ଆଚ୍ଛା ଦେଖିବା, ତାହାର ସ୍ଵପ୍ନ ସବୁର କଅଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆସ ତାକୁ ହତ୍ୟାକରିବା ଏବଂ ଶୁଷ୍କ କୂଅରେ ପକାଇ ଦେବା। ଆମ୍ଭେ ଆମ୍ଭର ପିତାଙ୍କୁ କହିବା ଯେ ତାକୁ ଏକ ହିଂସ୍ର ଜନ୍ତୁ ଖାଇ ଗଲା। ତା’ପରେ ଦେଖିବା ତା’ର ସ୍ୱପ୍ନର କ’ଣ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”
Odia IRV 2017 (ଓଡିଆ ବାଇବେଲ)
ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା; ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”