Genesis 37:21 — Compare Translations

5 translations compared side by side

Odia - 1840
"କିନ୍ତୁ ରୂବନେ ଏହା ଶୁଣିଲେ ସେ ଯୋଷଫେକୁ ସମାନଙ୍କେଠାରୁ ରକ୍ଷା କରିବାକୁ ଚାହିଁଲେ। ରୁବନେ କହିଲେ, ତାକୁ ମାର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ କଥା ଶୁଣି ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ରୁବେନ୍ ଏହା ଶୁଣିଲେ ସେ ଯୋଷେଫକୁ ସେମାନଙ୍କଠାରୁ ରକ୍ଷା କରିବାକୁ ଗ୍ଭହିଁଲେ। ରୁବେନ୍ କହିଲେ, “ତାକୁ ମାର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”