Genesis 37:22 — Compare Translations

5 translations compared side by side

Odia - 1840
"କୌଣସି ରକ୍ତପାତ କର ନାହିଁ! ତାକୁ ଏକ ଜଙ୍ଗଲର ଶୁଷ୍କ କୂଅ ରେ ଫିଙ୍ଗି ଦିଅ, କିନ୍ତୁ, ତୁମ୍ଭମାନେେ ନିଜେ ତାକୁ ଆଘାତ କରନାହିଁ। କାରଣ ତାକୁ ନମାରି ପିତାଙ୍କ ନିକଟକୁ ପଠାଇ ଦବୋ ପାଇଁ ରୂବନରେ ଏହି ଯୋଜନା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, ତୁମ୍ଭେମାନେ ରକ୍ତପାତ କର ନାହିଁ; ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇ ଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ରକ୍ତପାତ କର ନାହିଁ, ତାକୁ ଏକ ଜଙ୍ଗଲର ଶୁଷ୍କ କୂଅରେ ଫିଙ୍ଗିଦିଅ, କିନ୍ତୁ, ତୁମ୍ଭେମାନେ ନିଜେ ତାକୁ ଆଘାତ କର ନାହିଁ।” କାରଣ ତାକୁ ନ ମାରି ପିତାଙ୍କ ନିକଟକୁ ପଠାଇ ଦେବା ପାଇଁ ରୁବେ‌‌ନ୍‌‌ର ଯୋଜନା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ,” ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇ ଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”