Genesis 37:23 — Compare Translations

5 translations compared side by side

Odia - 1840
"ଯୋଷଫେ ତାଙ୍କ ଭାଇମାନଙ୍କ ପାଖକୁ ଆସିଲେ। ଏହାପରେ ତା'ର ଭାଇମାନେ ତାଙ୍କୁ ଆକ୍ରମଣ କରି ତା'ର ସହେି ଲମ୍ବା ସୁନ୍ଦର ରଙ୍ଗ ବରେଙ୍ଗର ପୋଷାକକୁ ଚିରି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କ ଭାଇମାନଙ୍କ ପାଖକୁ ଆସିଲେ। ଏହା ପରେ ତାଙ୍କର ଭାଇମାନେ ତାଙ୍କୁ ଆକ୍ରମଣ କରି ତାଙ୍କର ସେହି ଲମ୍ବା ସୁନ୍ଦର ରଙ୍ଗ ବେରଙ୍ଗର ପୋଷାକକୁ ଚିରି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;