Genesis 37:24 — Compare Translations
5 translations compared side by side
Odia - 1840
"ଏହାପରେ ତାକୁ ଏକ ଶୁଖିଲା କୂଅ ମଧିଅରେ ପକାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇ ଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତାକୁ ଏକ ଶୁଖିଲା କୂଅ ମଧ୍ୟରେ ପକାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇ ଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।