Genesis 37:25 — Compare Translations
5 translations compared side by side
Odia - 1840
"ଯେତବେେଳେ ଯୋଷଫେ କୂପ ମଧିଅରେ ଥିଲେ। ତା'ର ଭାଇମାନେ ଖାଇବାକୁ ବସିଲେ। ଏହାପରେ ସମାନେେ ଦେଖିଲେ, ଏକ ବଣିକ ଦଳ ଗିଲିଯଦରୁ ଇଶ୍ମାଯଲେୀଯ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ଯ ଓ ଗୁଗ୍ଗୁଳ ଓ ଗନ୍ଧରସ ଘନେି ମିଶର ଦେଶକୁ ଯାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯୋଷେଫ କୂପ ମଧ୍ୟରେ ଥିଲେ। ତା’ର ଭାଇମାନେ ଖାଇବାକୁ ବସିଲେ। ଏହା ପରେ ସେମାନେ ଦେଖିଲେ, ଏକ ବଣିକ ଦଳ ଗିଲିୟଦରୁ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିଶର ଦେଶକୁ ଯାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।