Genesis 37:27 — Compare Translations

5 translations compared side by side

Odia - 1840
"ଆସ ଏହିସବୁ ବଣିକମାନଙ୍କୁ ଆମ୍ଭେ ବିକ୍ରୀ କରିଦବୋ। ଯାହା ହେଉ ସେ ଆମ୍ଭର ଭାଇ, ଆମ୍ଭର ନିଜର ରକ୍ତ ମାଂସ। ତା'ର ଭାଇମାନେ ଏହି ରେ ରାଜି ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାଏଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ଵରୂପ । ତହିଁରେ ତାହାର ଭାଇମାନେ ସମ୍ମତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସ ଏହି ବଣିକମାନଙ୍କୁ ଆମ୍ଭେ ବିକ୍ରୀ କରିଦେବା। ସେ ଆମ୍ଭର ଭାଇ, ଆମ୍ଭର ନିଜର ରକ୍ତ ମାଂସ।” ତାଙ୍କର ଭାଇମାନେ ଏଥିରେ ରାଜି ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।