Genesis 37:28 — Compare Translations
5 translations compared side by side
Odia - 1840
"ଯେତବେେଳେ ମିଦିଯନୀଯ ବଣିକମାନେ ସମାନଙ୍କେର ନିକଟକୁ ଆସିଲେ, ଭାଇମାନେ ଯୋଷଫେକୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରେ ୗପ୍ୟ ମୁଦ୍ରା ରେ ବିକ୍ରୀ କରି ଦେଲେ। ସହେି ବଣିକମାନେ ତାକୁ ମିଶରକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି ଇଶ୍ମାଏଲୀୟମାନଙ୍କଠାରୁ କୋଡ଼ିଏ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମିଦିୟନୀୟ ବଣିକମାନେ ସେମାନଙ୍କ ନିକଟକୁ ଆସିଲେ, ଭାଇମାନେ ଯୋଷେଫଙ୍କୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରୌପ୍ୟ ମୁଦ୍ରାରେ ବିକ୍ରୀ କରିଦେଲେ। ସେହି ବଣିକମାନେ ତାଙ୍କୁ ମିଶରକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)