Genesis 37:29 — Compare Translations
5 translations compared side by side
Odia - 1840
"ରୂବନ୍େ ତା'ର ଭାଇମାନଙ୍କ ସହିତ ନଥିଲା, ଯେତବେେଳେ ସମାନେେ ଯୋଷଫେକୁ ବଣିକମାନଙ୍କ ମଧିଅରେ ବିକ୍ରୀ କରିଥିଲେ। ଯେତବେେଳେ ରୂବନ୍େ ଆସିଲା ଓ ଦେଖିଲା ଯେ ତା'ର ଭାଇ ଯୋଷଫେ ସହେି କୂପ ମଧିଅରେ ନଥିଲା। ସେ ଏତେ ବ୍ଯତିବ୍ଯସ୍ତ ହାଇେ ପଡ଼ିଲା ଯେ, ତା'ର ପୋଷାକ ସବୁ ଚିରି ପକାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍ ତା’ର ଭାଇମାନଙ୍କ ସହିତ ନ ଥିଲା, ଯେତେବେଳେ ସେମାନେ ଯୋଷେଫଙ୍କୁ ବଣିକମାନଙ୍କ ମଧ୍ୟରେ ବିକ୍ରୀ କରିଥିଲେ। ଯେତେବେଳେ ରୁବେନ୍ ଆସିଲା ଓ ଦେଖିଲା ଯେ ତା’ର ଭାଇ ଯୋଷେଫ ସେହି କୂପ ମଧ୍ୟରେ ନ ଥିଲେ। ସେ ଏତେ ବ୍ୟତିବ୍ୟସ୍ତ ହୋଇ ପଡ଼ିଲା ଯେ, ତା’ର ପୋଷାକ ସବୁ ଚିରି ପକାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।