Genesis 37:3 — Compare Translations
5 translations compared side by side
Odia - 1840
"ଯୋଷଫେ ତାଙ୍କ ପିତା ଯାକୁବଙ୍କର ବାର୍ଦ୍ଧକ୍ଯ ସମୟରେ ଜନ୍ମ ହାଇେଥିଲେ। ତେଣୁ ଯାକୁବ ଯୋଷଫଙ୍କେୁ ଅନ୍ୟ ପୁତ୍ରମାନଙ୍କଠାରୁ ଅଧିକ ଭଲ ପାଉଥିଲେ। ଯାକୁବ ଯୋଷଫଙ୍କେୁ ଏକ ବିଶଷେ କୋଟ୍ ବା ଅଙ୍ଗରଖା ଦଇେଥିଲେ। ଯାହା ନାନା ରଙ୍ଗ ରେ ବର୍ଣ୍ଣିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନାବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କ ପିତା, ଯାକୁବଙ୍କର ବାର୍ଦ୍ଧକ୍ୟ ସମୟରେ ଜନ୍ମ ହୋଇଥିଲେ। ତେଣୁ ଯାକୁବ ଯୋଷେଫଙ୍କୁ ଅନ୍ୟ ପୁତ୍ରମାନଙ୍କଠାରୁ ଅଧିକ ଭଲ ପାଉଥିଲେ। ଯାକୁବ ଯୋଷେଫଙ୍କୁ ଏକ ବିଶେଷ ବସ୍ତ୍ର ବା ଅଙ୍ଗରଖା ଦେଇଥିଲେ। ଯାହା ନାନା ରଙ୍ଗରେ ବର୍ଣ୍ଣିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନାବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।