Genesis 37:30 — Compare Translations
5 translations compared side by side
Odia - 1840
"ରୂବନ୍େ ତା'ର ଭାଇମାନଙ୍କୁ ୟାଇ କହିଲେ, ଯୋଷଫେ ଆଉ କୂଅ ମଧିଅରେ ନାହିଁ। ମୁଁ କ'ଣ କରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଭାଇମାନଙ୍କ ନିକଟକୁ ଫେରିଆସି କହିଲା, ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍ ତା’ର ଭାଇମାନଙ୍କୁ ଯାଇ କହିଲା, “ଯୋଷେଫ ଆଉ କୂଅ ମଧ୍ୟରେ ନାହିଁ। ମୁଁ କ’ଣ କରିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”