Genesis 37:31 — Compare Translations

5 translations compared side by side

Odia - 1840
"ତା'ର ଭାଇମାନେ ଏକ ଛଳେି ମାରି ତା'ର ରକ୍ତ ରେ ଯୋଷଫେର କୋଟକୁ ବୁଡ଼ାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଭାଇମାନେ ଏକ ଛେଳି ମାରି ତା’ର ରକ୍ତରେ ଯୋଷେଫଙ୍କର ବସ୍ତ୍ରକୁ ବୁଡ଼ାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।

Recommended Reading