Genesis 37:32 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ସହେି କୋଟ୍ଟିକୁ ତାଙ୍କର ପିତାଙ୍କ ନିକଟକୁ ଏହି ବାର୍ତ୍ତା କହି ପଠାଇଲେ, ଆମ୍ଭେ ଏହି କୋଟ୍ଟି ପାଇଲୁ। ଏହା କ'ଣ ଯୋଷଫେର କୋଟ୍?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନାବର୍ଣ୍ଣର ଅଙ୍ଗରଖା ପଠାଇ ଦେଇ କହିଲେ, ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ସେହି ବସ୍ତ୍ରକୁ ତାଙ୍କର ପିତାଙ୍କ ନିକଟକୁ ଏହି ବାର୍ତ୍ତା କହି ପଠାଇଲେ, “ଆମ୍ଭେ ଏହି ବସ୍ତ୍ର ପାଇଲୁ। ଏହା କ’ଣ ଯୋଷେଫଙ୍କର ବସ୍ତ୍ର?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନାବର୍ଣ୍ଣର ଅଙ୍ଗରଖା ପଠାଇ ଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”