Genesis 37:33 — Compare Translations

5 translations compared side by side

Odia - 1840
"ତାଙ୍କ ପିତା ସହେି କୋଟ୍ ଦେଖି ତାହା ଯୋଷଫେର ବୋଲି ଜାଣିଲେ। ସମାନଙ୍କେର ପିତା କହିଲେ, ହଁ ଏହା ଯୋଷଫେର କୋଟ୍ ଅଟେ। ପ୍ରାଯ ଏକ ବଣୁଆ ଜନ୍ତୁ ତାକୁ ମାରି ଖାଇ ପକାଇଛି। ଗୋଟିଏ ବନ୍ଯ ପଶୁ ମାରେ ପୁତ୍ର ଯୋଷଫେକୁ ଚିରି ପକାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ତାହା ଚିହ୍ନି କହିଲେ, ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ତ ଖଣ୍ତ ହୋଇ ବିଦୀର୍ଣ୍ଣ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ପିତା ସେହି ବସ୍ତ୍ର ଦେଖି ତାହା ଯୋଷେଫର ବୋଲି ଜାଣିଲେ। ସେମାନଙ୍କର ପିତା କହିଲେ, “ହଁ ଏହା ଯୋଷେଫର ବସ୍ତ୍ର ଅଟେ। କୌଣସି ଏକ ବଣୁଆ ଜନ୍ତୁ ତାକୁ ମାରି ଖାଇ ପକାଇଛି। ଗୋଟିଏ ବନ୍ୟ ପଶୁ ମୋର ପୁତ୍ର ଯୋଷେଫକୁ ଚିରି ପକାଇଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋ’ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”