Genesis 37:4 — Compare Translations
5 translations compared side by side
Odia - 1840
"ଯୋଷଫେର ଭାଇମାନେ ଦେଖିଲେ ତାଙ୍କର ପିତା ସମାନଙ୍କେଠାରୁ ସମାନଙ୍କେର ଭାଇ ଯୋଷଫେକୁ ଅଧିକ ଭଲ ପାଉଛନ୍ତି। ତେଣୁ ସମାନେେ ଯୋଷଫେକୁ ଘୃଣା କଲେ। ତେଣୁ ତା ପ୍ରତି ସମାନେେ ଭଲ ଭାବରେ କଥାବାର୍ତ୍ତା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କର ଭାଇମାନେ ଦେଖିଲେ ତାଙ୍କର ପିତା ସେମାନଙ୍କଠାରୁ ଯୋଷେଫକୁ ଅଧିକ ଭଲ ପାଉଛନ୍ତି। ତେଣୁ ସେମାନେ ଯୋଷେଫକୁ ଘୃଣା କଲେ ଓ ତା’ ସହିତ ସେମାନେ ଭଲଭାବରେ କଥାବାର୍ତ୍ତା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।