Genesis 37:5 — Compare Translations

5 translations compared side by side

Odia - 1840
"ଥରେ ଯୋଷଫେ ଏକ ସ୍ବପ୍ନ ଦେଖି ତାଙ୍କ ଭାଇମାନଙ୍କୁ କହିଲେ। ଏଥି ରେ ସମାନେେ ଯୋଷଫେକୁ ଅଧିକ ଘୃଣା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଗୋଟିଏ ସ୍ଵପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଥରେ ଯୋଷେଫ ଏକ ସ୍ୱପ୍ନ ଦେଖି ତାଙ୍କ ଭାଇମାନଙ୍କୁ କହିଲେ। ଏଥିରେ ସେମାନେ ଯୋଷେଫକୁ ଅଧିକ ଘୃଣା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।