Genesis 37:6 — Compare Translations

5 translations compared side by side

Odia - 1840
"ଯୋଷଫେ କହିଲେ, ମୁଁ ଦେଖିଥିବା ସ୍ବପ୍ନଟି ଏହା ଏବଂ ଏ ବିଷଯ ରେ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ସେମାନଙ୍କୁ କହିଲା, ମୁଁ ଯେଉଁ ସ୍ଵପ୍ନ ଦେଖିଅଛି, ନିବେଦନ କରୁଅଛ, ତାହା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ କହିଲେ, “ମୁଁ ଦେଖିଥିବା ସ୍ୱପ୍ନଟି ଏହା ଏ ବିଷୟରେ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।”