Genesis 37:7 — Compare Translations
5 translations compared side by side
Odia - 1840
"ଆମ୍ଭେ ସମସ୍ତେ କ୍ଷତେ ରେ କାର୍ୟ୍ଯ କରୁଥିଲୁ। ଆମ୍ଭେ କ୍ଷତେ ରେ ବିଡ଼ା ବାନ୍ଧୁଥିଲୁ। ତହିଁରେ ମୁଁ ଦେଖିଲି ମାରେ ବିଡ଼ା ଉଠି ଛିଡ଼ା ହେଲା। ତୁମ୍ଭମାନଙ୍କର ବିଡ଼ା ସବୁ ମାେ ବିଡ଼ାକୁ ଚାରିଆଡ଼େ ଘରେି ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତେ କ୍ଷେତରେ କାର୍ଯ୍ୟ କରୁଥିଲୁ। ଆମ୍ଭେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ। ତହିଁରେ ମୁଁ ଦେଖିଲି ମୋର ବିଡ଼ା ଉଠି ଛିଡ଼ା ହେଲା। ତୁମ୍ଭମାନଙ୍କର ବିଡ଼ା ସବୁ ମୋ’ ବିଡ଼ାକୁ ଗ୍ଭରିଆଡ଼େ ଘେରି ପ୍ରଣାମ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋ’ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।