Genesis 37:9 — Compare Translations
5 translations compared side by side
Odia - 1840
"ଏହାପରେ ଯୋଷଫେ ଅନ୍ୟ ଏକ ସ୍ବପ୍ନ ଦେଖିଲା ଏବଂ ସେ ତା'ର ଭାଇମାନଙ୍କୁ ଏହି ସ୍ବପ୍ନ ବିଷଯ ରେ କହିଲା। ଯୋଷଫେ କହିଲେ, ସୂର୍ୟ୍ଯ, ଚନ୍ଦ୍ର ଏବଂ ଏଗାରଟି ତାରା ମାେ ସମ୍ମୁଖ ରେ ନତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଆଉ ଗୋଟିଏ ସ୍ଵପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, ଦେଖ, ମୁଁ ଆଉ ଏକ ସ୍ଵପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଷେଫ ଅନ୍ୟ ଏକ ସ୍ୱପ୍ନ ଦେଖିଲେ ଏବଂ ସେ ତାଙ୍କର ଭାଇମାନଙ୍କୁ ଏହି ସ୍ୱପ୍ନ ବିଷୟରେ କହିଲେ। ଯୋଷେଫ କହିଲେ, “ସୂର୍ଯ୍ୟ, ଚନ୍ଦ୍ର ଏବଂ ଏଗାରଟି ତାରା ମୋ’ ସମ୍ମୁଖରେ ନତ ହେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”