Genesis 38:1 — Compare Translations
5 translations compared side by side
Odia - 1840
"ସହେି ସମୟରେ ଯିହୁଦା ତା'ର ଭାଇମାନଙ୍କୁ ଛାଡ଼ି ହୀରା ନାମକ ଏକ ଅଦୁଲ୍ଲମୀଯ ସହିତ ରିହବାକୁ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ଓ ତାମର ସେହି ସମୟରେ ଯିହୁଦା ତା’ର ଭାଇମାନଙ୍କୁ ଛାଡ଼ି ହୀରା ନାମକ ଏକ ଅଦୁଲ୍ଲମୀୟ ସହିତ ରିହବାକୁ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।