Genesis 38:11 — Compare Translations
5 translations compared side by side
Odia - 1840
"ଏହାପରେ ଯିହୁଦା ତା'ର ପୁତ୍ର ବଧୁ ତାମରକୁ କହିଲେ, ତୁମ୍ଭେ ତୁମ୍ଭର ପିତୃ ଗୃହକୁ ୟାଅ। ଏବଂ ମାରେ କନିଷ୍ଠ ପୁତ୍ରଶିଲା ୟୁବକ ନ ହବୋ ପର୍ୟ୍ଯନ୍ତ ବିବାହ କର ନାହିଁ। ଯିହୁଦା ଭୟ କଲେ ଯେ ଯଦି ତା'ର ଭାଇମାନଙ୍କ ପରି ଶଲୋ ହିଁ ମରିୟିବ। ଏଣୁ ତାମର ତା' ପିତୃ ଗୃହକୁ ୟାଇ ବାସକଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ; ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ହିଁ ମରିଯିବ । ଏଣୁକରି ତାମର ପିତୃଗୃହରେ ଯାଇ ବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୁଦା ତା’ର ପୁତ୍ର ବଧୁ ତାମରକୁ କହିଲା, “ତୁମ୍ଭେ ତୁମ୍ଭର ପିତୃ ଗୃହକୁ ଯାଅ, ମୋର କନିଷ୍ଠ ପୁତ୍ର ଶେଲା ଯୁବକ ନ ହେବା ପର୍ଯ୍ୟନ୍ତ ବିବାହ କର ନାହିଁ।” ଯିହୁଦା ଭୟ କଲା ଯେ, ତା’ର ଭାଇମାନଙ୍କ ପରି ଶେଲା ହିଁ ମରିଯିବ। ଏଣୁ ତାମର ତା’ ପିତୃ ଗୃହକୁ ଯାଇ ବାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, “କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ।” ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ। ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।