Genesis 38:12 — Compare Translations
5 translations compared side by side
Odia - 1840
"ଅନକେ ସମୟ ପରେ ଶୂଯ ରେ କନ୍ଯା, ଯିହୁଦାର ସ୍ତ୍ରୀ ମୃତ୍ଯୁ ବରଣ କଲା। ଯେତବେେଳେ ଶୋକ ସମୟ ଅତିକ୍ରାନ୍ତ ହେଲା, ଯିହୁଦା ମଷେମାନଙ୍କ ବାଳକାଟିବା ପାଇଁ ତା'ର ବନ୍ଧୁ ହୀରା ସହିତ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ଵନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷଲୋମଚ୍ଛେଦକମାନଙ୍କ ନିକଟକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ସମୟ ପରେ ଶୂୟର କନ୍ୟା, ଯିହୁଦାର ସ୍ତ୍ରୀ ମୃତ୍ୟୁବରଣ କଲା। ଯେତେବେଳେ ଶୋକ ସମୟ ଅତିକ୍ରାନ୍ତ ହେଲା, ଯିହୁଦା ମେଷମାନଙ୍କ ବାଳ କାଟିବା ପାଇଁ ତା’ର ବନ୍ଧୁ ହୀରା ସହିତ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମଚ୍ଛେଦକମାନଙ୍କ ନିକଟକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମ ଚ୍ଛେଦକମାନଙ୍କ ନିକଟକୁ ଗଲା।