Genesis 38:13 — Compare Translations

5 translations compared side by side

Odia - 1840
"ତାମର ଯିହୁଦାଠାରୁ ଜାଣିଲା ଯେ, ତା'ର ଶଶୁର ମଷେମାନଙ୍କର ଲୋମ କାଟିବାକୁ ତିମ୍ନାଥା ଯାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ କେହି ଜଣେ ତାମରକୁ ସମ୍ଵାଦ ଦେଇ କହିଲା, ଦେଖ, ତୁମ୍ଭ ଶ୍ଵଶୁର ଆପଣା ମେଷଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତାମର ଜାଣିଲା ଯେ, ତା’ର ଶ୍ୱଶୁର ମେଷମାନଙ୍କର ଲୋମ କାଟିବାକୁ ତିମ୍ନା ଯାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”