Genesis 38:14 — Compare Translations
5 translations compared side by side
Odia - 1840
"ତାମର ସର୍ବଦା ବିଧବା ବସ୍ତ୍ର ପିନ୍ଧୁଥିଲା। ତେଣୁ ସେ କିଛି ଅନ୍ୟ ପୋଷାକ ପିନ୍ଧି ତା'ର ମୁହଁକୁ ଲୁଚାଇ ତିମ୍ନାତାର ପଥ ପାଶର୍ବସ୍ଥିତ ଐନମର ପ୍ରବେଶ ସ୍ଥାନ ରେ ବସି ରହିଲା। କାରଣ ସେ ଦେଖିଲା ଶଲୋ ବଡ଼ ହେଲେ ହେଁ ତାକୁ ବିବାହ କଲାନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତାମର ସର୍ବଦା ବିଧବା ବସ୍ତ୍ର ପିନ୍ଧୁଥିଲା। ତେଣୁ ସେ କିଛି ଅନ୍ୟ ପୋଷାକ ପିନ୍ଧି ତା’ର ମୁହଁକୁ ଲୁଗ୍ଭଇ ତିମ୍ନା ପଥ ପାର୍ଶ୍ୱସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା। କାରଣ ସେ ଦେଖିଲା ଶେଲା ବଡ଼ ହେଲେ ହେଁ ତାକୁ ବିବାହ କଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାମର ବିଧବା ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।