Genesis 38:16 — Compare Translations
5 translations compared side by side
Odia - 1840
"ତେଣୁ ଯିହୁଦା ତାଙ୍କ ପାଖକୁ ଗଲେ ଏବଂ କହିଲେ, ତୁମ୍ଭ ସହିତ ମାେତେ ସହବାସ କରିବାକୁ ଦିଅ। ସେ ତାଙ୍କର ପୁତ୍ରବଧୁ ବୋଲି ଯିହୁଦା ଜାଣି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ । ତହୁଁ ତାମର କହିଲା, ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୁଦା ତାର ପାଖକୁ ଗଲା ଏବଂ କହିଲା, “ତୁମ୍ଭ ସହିତ ମୋତେ ସହବାସ କରିବାକୁ ଦିଅ।” ସେ ତା’ର ପୁତ୍ରବଧୁ ବୋଲି ଯିହୁଦା ଜାଣି ନ ଥିଲା। ସେ କହିଲା, “ତୁମ୍ଭେ ମୋତେ କ’ଣ ଦେବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସେ ପଥପାଶ୍ୱର୍ରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋ’ କତିକି ଆସିବା ପାଇଁ କଅଣ ଦେବ?”