Genesis 38:17 — Compare Translations
5 translations compared side by side
Odia - 1840
"ଯିହୁଦା ଉତ୍ତର ଦଲୋ, ମୁଁ ମାରେ ପଲ ମଧ୍ଯରୁ ଏକ ୟୁବା ଛଳେି ପଠାଇ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲା, ପଲରୁ ଗୋଟିଏ ଛେଳିଛୁଆ ପଠାଇ ଦେବି । ତାମର କହିଲା, ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ଉତ୍ତର ଦେଲା, “ମୁଁ ମୋର ପଲ ମଧ୍ୟରୁ ଏକ ଯୁବା ଛେଳି ପଠାଇ ଦେବି।” ସେ ଉତ୍ତର ଦେଲା, “ମୁଁ ଏଥିରେ ରାଜି। କିନ୍ତୁ ପ୍ରଥମେ ଯୁବା ଛେଳି ଆସିବା ପର୍ଯ୍ୟନ୍ତ ବନ୍ଧକ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?”
Odia IRV 2017 (ଓଡିଆ ବାଇବେଲ)
ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇ ଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?”